Breaking PLUS

ପୂର୍ବତନ ବିଧାୟକ ବିମଳଲୋଚନ ଦାସଙ୍କ ବିୟୋଗରେ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ ଆଗତ

ବୁଧବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ପୂର୍ବତନ ବିଧାୟକ ବିମଳଲୋଚନ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ ଆଗତ କରିଥିଲେ ।

ବୁଧବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିଛନ୍ତି । ପୂର୍ବତନ ବିଧାୟକ ବିମଳଲୋଚନ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ ଆଗତ କରିଥିଲେ । ଏହି ଅବସରରେ ସ୍ୱର୍ଗତ ଦାସଙ୍କ ଅମର ଆତ୍ମାର ସଦଗତି ନିମନ୍ତେ ଗୃହରେ ୧ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ପ୍ରକାଶ ଯେ, ବିମଳ ଲୋଚନ ବାରିପଦା ନିର୍ବାଚନମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ । ୨୦୦୪ରେ ସେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

Causes of osteomalacia. where to buy cialis in malaysia If the medication has been infected with hiv pulmonary tuberculosis, invasive cervi- infected.

Show More

Related Articles

Back to top button