Breaking PLUSଓଡ଼ିଶାମୁଖ୍ୟ ଖବର

ମମତାଙ୍କୁ ଫୋନ୍ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବୃହତ ବିଜୟ ହାସଲ କରିଛି ତୃଣମୂଳ କଂଗ୍ରେସ । ବିଜୟ ପରେ ମମତା ବାନାର୍ଜୀଙ୍କୁ ଫୋନ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ବୃହତ ବିଜୟ ହାସଲ କରିଛି ତୃଣମୂଳ କଂଗ୍ରେସ । ବିଜୟ ପରେ ମମତା ବାନାର୍ଜୀଙ୍କୁ ଫୋନ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସକାଳେ ମୁଖ୍ୟମନ୍ତ୍ରୀ ମମତାଙ୍କୁ ଫୋନ୍ କରିଥିଲେ । ବୃହତ ବିଜୟ ପାଇଁ ଶୁଭେଚ୍ଛା ଜଣାଇଥିଲେ । ୨୯୨ ଆସନ ବିଶିଷ୍ଟ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଟିଏମସି ଏକାକୀ ୨୧୦ରୁ ଅଧିକ ଆସନ ପୋଛି ନେଇଛି । ବିଜେପି ଦୁଇ ଅଙ୍କ ଭିତରେ ସୀମିତ ରହିଗଲା । ମମତା ବାନାର୍ଜୀଙ୍କ ନେତୃତ୍ୱରେ ପଶ୍ଚିମବଙ୍ଗରେ ଟିଏମସି ଡବଲ୍ ସେଞ୍ଚୁରୀ ମାରିଛି । ଲଗାତାର ତୃତୀୟ ଥର ରାଜ୍ୟପେ ସରକାର କରିବ ଟିଏମସି ।

Show More

Related Articles

Back to top button