Breaking PLUSଓଡ଼ିଶାଦେଶମୁଖ୍ୟ ଖବର

୧୦ଦିନିଆ ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ୧୦ ଦିନିଆ ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଇଟାଲୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଛନ୍ତି ଇଟାଲୀରେ ଥିବା ଭାରତୀୟ ରାଷ୍ଟ୍ରଦୂତ ନାନୀ ମୋଲହୋତ୍ରା । ୧୦ ଦିନିଆ ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ଯାଇଥିବାବେଳେ ଅନେକ କାର୍ଯ୍ୟକ୍ରମ ରହିଛି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ପୋପ ଫ୍ରାନ୍ସିସଙ୍କୁ ଭେଟିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।ରୋମରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତ ନୀନା ମାଲହୋତ୍ରା ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ପାଛୋଟି ନେଇଛନ୍ତି । ୟୁରୋପରେ ୫ ଦିନିଆ ରହଣୀ କାଳରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମରେ ଯୋଗଦେବେ। ଖାଦ୍ୟ ସୁରକ୍ଷା ଏବଂ ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ହାସଲ କରିଥିବା ସଫଳତା ବାବଦରେ ମୁଖ୍ୟମନ୍ତ୍ରୀ ଜାତିସଂଘର ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଉଦବୋଧନ ଦେବେ ।

Show More

Related Articles

Back to top button