Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁଣି ଥରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ଶୁକ୍ରବାର ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ସଂପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କିଛି ପରାମର୍ଶ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି

ପୁଣି ଥରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ଶୁକ୍ରବାର ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ସଂପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ କିଛି ପରାମର୍ଶ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି । ରାଜ୍ୟରେ ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମଣ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଫଳରେ ରାଜ୍ୟ ପାଇଁ ଏହା ଚିନ୍ତାର କାରଣ ପାଲଟିଛି । କଟକଣା କଡାକଡି ହେବା ସତ୍ତ୍ବେ କିଛି ସ୍ଥାନରେ କୋଭିଡ୍ ନିୟମ ଉଲଂଘନ ହେଉଛି । ତେଣୁ ମୁଖ୍ୟମନ୍ତ୍ରୀ ଏ ସବୁ ନେଇ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବା ସହ ଲୋକଙ୍କୁ ସଚେତନ କରିବାକୁ କିଛି ପରାମର୍ଶ ଦେଇପାରନ୍ତି ବୋଲି ଅନୁମାନ କରାଯାଉଛି ।

Show More

Related Articles

Back to top button