Breaking PLUSଓଡ଼ିଶାମୁଖ୍ୟ ଖବର

ଚଳିତବର୍ଷ ଜନ୍ମଦିନ ପାଳନ କରିବେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆସନ୍ତାକାଲି ଅର୍ଥାତ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । ତେବେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ତାଙ୍କର ଜନ୍ମଦିନ ପାଳନ କରିବେ ନାହିଁ । କୋଭିଡ ସଂକ୍ରମଣ ଦୃଷ୍ଟିରୁ ଆସନ୍ତାକାଲି ନବୀନ ଜନ୍ମଦିନ ନପାଳିବାକୁ ନିଷ୍ପତ୍ତି ନେଇଛନ୍ତି ।

ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି ନବୀନ ନିବାସ ନଆସି ଗରିବ ଲୋକଙ୍କୁ ସାହାଯ୍ୟ କରିବାକୁ ନବୀନ ଦଳୀୟ କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି । ଖାଲି ସେତିକି ନୁହେଁ ରକ୍ତଦାନ ଓ ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକଙ୍କୁ ଆହ୍ୱାନ ଦେଇଛନ୍ତି ।

Show More

Related Articles

Back to top button