Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜି ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନ କରିବେ ନବୀନ । କରୋନା ପରେ ପ୍ରଥମଥର ପାଇଁ ଶ୍ରୀମନ୍ଦିର ଯାଉଛନ୍ତି ମୁଖ୍ୟମନ୍ତ୍ରୀ । ତେବେ ଶ୍ରୀମନ୍ଦିର ପାଇଁ ନ୍ୟାସନାଲ ମନୁମେଂଟ ଅଥରିଟିଙ୍କ ପ୍ରସ୍ତାବିତ ସ୍ୱତନ୍ତ୍ର ବାଇ-ଲ ପରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି ।

ଶ୍ରୀଜଗ୍ନନାଥ ହେରିଟେଜ କରିଡର ଗଠନ କରି ରାଜ୍ୟ ସରକାର ବିଭିନ୍ନ ବିକାଶମୂଳକ କାମ ଆଗେଇ ନେଉଥିବାବେଳେ କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ବାଇ-ଲ ଏଥିରେ ବାଧକ ସାଜି ବୋଲି କୁହାଯାଉଛି । ଏପରିକି ଏହାକୁ ତୁରନ୍ତ ପ୍ରତ୍ୟାହାର କରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଜାତୀୟ କୀର୍ତିରାଜି କର୍ତୃପକ୍ଷଙ୍କୁ ଚିଠି ଲେଖିସାରିଛନ୍ତି । ଏସବୁ ଘଟଣାକ୍ରମକୁ ଦେଖି ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । କୁହାଯାଉଛି କେନ୍ଦ୍ର ସରକାରଙ୍କ ପ୍ରସ୍ତାବିତ ବାଇ-ଲ ନେଇ ସେଠାରେ କରିପାରନ୍ତି ଆଲୋଚନା

Show More

Related Articles

Back to top button