Breaking PLUSଓଡ଼ିଶାମୁଖ୍ୟ ଖବର

ମରକ୍କୋ ଭୂକମ୍ପକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ମରକ୍କୋ ଭୂକମ୍ପକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ପଟ୍ଟନାୟକ ମରକ୍କୋ ଭୂମିକମ୍ପରେ ହଜାର ହଜାର ଲୋକଙ୍କ ପ୍ରାଣହାନୀକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ଏଭଳି ଖରାପ ସମୟରେ ପରିଜନ ହରାଇଥିବା ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି ନବୀନ । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Show More

Related Articles

Back to top button