Breaking PLUSଦେଶମୁଖ୍ୟ ଖବର

ଡିଆରଡିଓକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, 8 ଡିସେମ୍ବର – ଏପିଜେ ଅବଦୁଲ କଲାମ ଦ୍ୱୀପରୁ ଗୁରୁବାର ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ସଫଳ ଉତକ୍ଷେପଣ ପରେ ଡିଆରଡିଓକୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ଉପକୂଳ ଏପିଜେ ଅବଦୁଲ କାଲାମ ଦୀପରୁ ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ସଫଳ ଉତକ୍ଷେପଣ ହୋଇଥିବାରୁ ଡିଆରଡିଓ ଟିମକୁ ଶୁଭେଚ୍ଛା ଜଣାଉଛି ।

Show More

Related Articles

Back to top button