Breaking PLUSଓଡ଼ିଶାମୁଖ୍ୟ ଖବର

ପୁରୀ ଜିଲା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ପୁରୀ ଜିଲା ଚାଷୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା । ୨୦୨୧-୨୨ ରବି ଋତୁ ପାଇଁ ପୁରୀ ଜିଲାର ଚାଷୀ ମାନେ କାଳିଆ ସହାୟତା ଭାବରେ ୨୦୦୦ ଟଙ୍କା ଲେଖାଏ ସହାୟତା ପାଇବେ । ଆଜି ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲାର ୧,୬୫,୧୩୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ୩୩.୦୩ କୋଟି ଟଙ୍କା ପାଇବେ । ଏହି ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ ।

Show More

Related Articles

Back to top button