Breaking PLUSଦେଶ ବିଦେଶମୁଖ୍ୟ ଖବର

ଆମେରିକା ଉତ୍ପାଦ ଉପରେ 84 ପ୍ରତିଶତ ଶୁଳ୍କ ଲଗାଇଲା ଚୀନ

ଆମେରିକା ଏବଂ ଚୀନ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ତୀବ୍ର ହେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚୀନ ଉତ୍ପାଦ ଉପରେ ୧୦୪% ଶୁଳ୍କ ଲାଗୁ କରିବା ପରେ ବୁଧବାର ଚୀନ ଆମେରିକା ଉପରେ ପାଲଟା ୮୪% ପ୍ରତିଶତ ଶୁଳ୍କ ଲଗାଇଛି। ଏଣିକି ଚୀନରେ ବିକ୍ରି ହେଉଥିବା ଆମେରିକୀୟ ଉତ୍ପାଦଗୁଡ଼ିକ ଉପରେ ଏହି ଟିକସ ଗୁରୁବାରଠାରୁ ଲାଗୁ ହେବ। ଦୁଇ ଦେଶ ମଧ୍ୟରେ ଲାଗି ରହିଥିବା ଏହି ବାଣିଜ୍ୟ ଯୁଦ୍ଧର ପ୍ରଭାବ ବିଶ୍ଵ ଅର୍ଥନୀତି ଉପରେ ପଡ଼ିବ ବୋଲି ଆର୍ଥିକ ବିଶେଷଜ୍ଞମାନେ ମତ ଦେଇଛନ୍ତି।

Show More

Related Articles

Back to top button