Breaking PLUSଓଡ଼ିଶାମୁଖ୍ୟ ଖବର

ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ

ଭୁବନେଶ୍ୱର- ଆରପାରିରେ ବିଶିଷ୍ଟ ସିନେ କଳାକାର ଡ. ସଚ୍ଚି ଦାସ । ମୃତ୍ୟୁବେଳକୁ ତାଙ୍କୁ ୭୩ ବର୍ଷ ହୋଇଥିଲା । ସଚ୍ଚି ଦାସ, କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନପ୍ରାପ୍ତ ଜଣେ ଓଡ଼ିଆ ନାଟ୍ୟକାର, ନିର୍ଦ୍ଦେଶକ ଏବଂ ଅଭିନେତା । ଓଡ଼ିଶା ଯାତ୍ରା ଜଗତର ଭୀଷ୍ମ ପିତାମହ ଭାବେ ଜଣାଶୁଣା ସଚ୍ଚି ଦାସ । ସେ ୫୦୦ରୁ ଉର୍ଦ୍ଧ୍ୱ ଯାତ୍ରା ସହିତ, ୧୦୦ରୁ ଉର୍ଦ୍ଧ୍ୱ ନାଟକରେ ନିର୍ଦ୍ଦେଶନା ଦେଇଛନ୍ତି । ୪୦୦ରୁ ଅଧିକ ଯାତ୍ରା ଓ ନାଟକ ସେ ନିଜେ ରଚନା କରିଛନ୍ତି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button