Breaking PLUSଓଡ଼ିଶାମୁଖ୍ୟ ଖବର

ଭବାନୀପାଟଣା ଓ ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ଵର: କଳାହାଣ୍ଡିରେ ଅନ୍ତ୍ୟୋଦୟ ଗୃହ ଯୋଜନାର ରାଜ୍ୟସ୍ତରୀୟ ଶୁଭାରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ କହିଛନ୍ତି ଯେ  ଆମ ସରକାର ହେଉଛି ଲୋକଙ୍କ ସରକାର। ଆଗାମୀ ଦିନରେ ସରକାର ଲୋକଙ୍କ ପାଖକୁ ଯିବେ। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣୀ ଭବାନୀପାଟଣାରେ ହେବ ଓ ସମ୍ବଲପୁରରେ ମଧ୍ୟ ହେବ। ଏଣିକି ଭବାନୀପାଟଣା ଓ ସମ୍ବଲପୁରରେ ମୁଖ୍ୟମନ୍ତ୍ରୀ ଲୋକଙ୍କ ଅଭିଯୋଗ ଶୁଣିବେ ବୋଲି ସେ କହିଥିଲେ।

Show More

Related Articles

Back to top button