Breaking PLUSଓଡ଼ିଶାମୁଖ୍ୟ ଖବର

ଗତିରାଉତପାଟଣାରେ 2 ପୋଲିସଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ସଡ଼କ ଦୁର୍ଘଟଣାରେ କର୍ତ୍ତବ୍ୟରତ ୨ଜଣ ପୋଲିସ୍ କର୍ମଚାରୀ (ଜଣେ ଓଏପିଏଫ୍‌ କନ୍‌ଷ୍ଟେବଲ୍ଏବଂ ଜଣେ ହୋମ୍‌ ଗାର୍ଡ)ଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ₹୧୦ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Show More

Related Articles

Back to top button