Breaking PLUSଓଡ଼ିଶାମୁଖ୍ୟ ଖବର

ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କୁ ଭେଟିଛନ୍ତି । ଅପରେସନ ସିନ୍ଦୂରର ସଫଳତା ପାଇଁ ଶୁଭେଚ୍ଛା ଜଣାଇବା ସହ ଦେଶ ତଥା ରାଜ୍ୟର ସୁରକ୍ଷା ଏବଂ ବିକାଶ ସମ୍ପର୍କିତ ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିବା ସୂଚନା ମିଳିଛି ।

Show More

Related Articles

Leave a Reply

Your email address will not be published. Required fields are marked *

Back to top button