ଓଡ଼ିଶାମୁଖ୍ୟ ଖବର

ଦୁର୍ଗା ପୂଜା ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ପବିତ୍ର ଦୁର୍ଗା ପୂଜା ଅବସରରେ ରାଜ୍ୟ ବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ନେଇ ଏକ ଭିଡିଓ ବାର୍ତ୍ତା ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । କୋଭିଡ ନିୟମକୁ ମାନି ସୁରକ୍ଷିତ ଭାବେ ମା’ଙ୍କ ପୂଜାରେ ସାମିଲ ହେବା ପାଇଁ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ମା’ ଦୁର୍ଗାଙ୍କ ଅପାର କରୁଣାରୁ ସମସ୍ତଙ୍କ ଜୀବନ ସୁଖ ଓ ସମୃଦ୍ଧିରେ ଭରିଯାଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

 

Show More

Related Articles

Back to top button