Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟବାସୀଙ୍କୁ ଛଟ୍ ପୂଜାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 17 ନଭେମ୍ବର -ରାଜ୍ୟବାସୀଙ୍କୁ ଛଟ୍ ପୂଜାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ଛଟ୍ ପୂଜାର ଏହି ପବିତ୍ର ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଉଛି । ଭଗବାନ ସୂର୍ଯ୍ୟଦେବ ସମସ୍ତଙ୍କ ଜୀବନରେ ଖୁସି, ସ୍ୱାସ୍ଥ୍ୟ, ଶାନ୍ତି ଓ ସମୃଦ୍ଧି ପ୍ରଦାନ କରନ୍ତୁ ।

Show More

Related Articles

Back to top button