Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ବାସୀଙ୍କ ତରଫରୁ ଶୁଭେଚ୍ଛା ଜଣାଇଲେ ନବୀନ

ଦେଶର ୧୫ତମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶା ବାସୀଙ୍କ ତରଫରୁ ଶୁଭେଚ୍ଛା ଜଣାଇଲେ ନବୀନ । କହିଲେ ଭାବରେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । କହିଲେ ଜଣେ ଓଡ଼ିଶା ହିସାବରେ ସଫଳତା ପାଇଥିବା ଆମେ ଗର୍ବୀତ ।

ସୂଚନା ଥାଉକି ରାଷ୍ଟ୍ରପତି ଭାବେ ଆସନ୍ତା ଜୁଲାଇ ୨୫ରେ ଶପଥ ନେବେ ଦ୍ରୌପଦୀ ମୁର୍ମୁ । ଆଉ ଏହି ଶପଥ ଗ୍ରହଣ ଉତ୍ସବରେ ଉତ୍ସବରେ ମୁଖ୍ୟମନ୍ତ୍ରୀ ଯୋଗ ଦେବେ ବୋଲି ଜଣାପଡିଛି । କଥା ହେବା ସମୟରେ ଶପଥ ଗ୍ରହଣରେ ଯୋଗଦେବାକୁ ନବୀନଙ୍କୁ ନିମନ୍ତ୍ରଣ କରାଯାଇଥିଲା । ଏଥିପାଇଁ ମୁଖ୍ୟମନ୍ତ୍ରୀ ଜୁଲାଇ ୨୩ ରୁ ୪ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ବୋଲି ସୂଚନା ମିଳିଛି ।

Show More

Related Articles

Back to top button