Breaking PLUSଓଡ଼ିଶାଦେଶମୁଖ୍ୟ ଖବର

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିବ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ

କ୍ୟାପିଟାଲ୍ ଫାଉଣ୍ଡେସନ୍ ପକ୍ଷରୁ ହେବେ ସମ୍ମାନିତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମିଳିବ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡ। ପ୍ରଶଂସନୀୟ ଓ ଉଲ୍ଲେଖନୀୟ ନେତୃତ୍ବ ପାଇଁ ଆସନ୍ତା ୪ ତାରିଖରେ ଭୁବନେଶ୍ବର ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ମାନିତ କରାଯିବ । କ୍ୟାପିଟାଲ୍ ଫାଉଣ୍ଡେସନ୍ ତରଫରୁ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆଓ୍ବାର୍ଡରେ ସମ୍ମାନିତ କରାଯିବ ବୋଲି ଜଣାପଡ଼ିଛି ।

ସୁପ୍ରିମ୍‌ କୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ ଏନ.ଭି ରମଣା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ମାନିତ କରିବେ। ଏହି ଅବସରରେ ଜଷ୍ଟିସ୍ ଏକେ ପଟ୍ଟନାୟକ ଉପସ୍ଥିତ ରହିବେ। ନୂଆଦିଲ୍ଲୀର ଇଣ୍ଡିଆ ଇଣ୍ଟରନ୍ୟାସନାଲ ସେଣ୍ଟର ଅଡିଟୋରିୟମରେ ନବୀନ ସମ୍ମାନିତ ହେବେ ।

Show More

Related Articles

Back to top button