Breaking PLUSଓଡ଼ିଶାମୁଖ୍ୟ ଖବର

କିଟ୍‌ ଘଟଣାରେ ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର-  କିଟ୍‌ ଘଟଣାରେ ନେପାଳ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦାେଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ପ୍ରତିଶ୍ରୁତି ଦେଲେ  । ରାଜ୍ୟ ସରକାର ଘଟଣା ଉପରେ ତୀକ୍ଷ୍‌ଣ ନଜର ରଖିଥିବା ଜଣାଇଲେ  । ଏଥିସହ ନେପାଳ ଦୂତାବାସର ଦୁଇ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ  ।ଆଲୋଚନାରେ ମୁଖ୍ୟ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ACS ଭାଗ ନେଇଥିଲେ ।

Show More

Related Articles

Back to top button