Breaking PLUSଓଡ଼ିଶାମୁଖ୍ୟ ଖବର

ଆସନ୍ତାକାଲି ସମସ୍ତ ସରକାରୀ ଏବଂ ବେସରକାରୀ କଲେଜ ବନ୍ଦ

ଏ ନେଇ ଉଚ୍ଚ ଶିକ୍ଷା ପକ୍ଷରୁ ସୂଚନା ଦିଆଯାଇଛି

ଆସନ୍ତାକାଲି ସମସ୍ତ ସରକାରୀ ଏବଂ ବେସକାରୀ କଲେ ବନ୍ଦ ରହିବ। ଏ ନେଇ ଉଚ୍ଚ ଶିକ୍ଷା ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତାକାଲି କଂଗ୍ରେସ ବନ୍ଦ ଡାକରା ଦେଇଥିବାରୁ ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି।

ସେହିପରି ଆସନ୍ତାକାଲି ରାଜ୍ୟରେ ସମସ୍ତ ସ୍କୁଲ ବନ୍ଦ ରହିବ ବୋଲି ଗଣଶିକ୍ଷାମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି।

Show More

Related Articles

Back to top button