Breaking PLUSଓଡ଼ିଶାମୁଖ୍ୟ ଖବର

କଟକରେ ବ୍ରିଜ ସ୍ଲାବ ଭୁଶୁଡ଼ିବା ଘଟଣାର ତଦନ୍ତ ପାଇଁ ୩ଜଣିଆ କମିଟି

କଟକରେ ବ୍ରିଜ ସ୍ଲାବ ଭୁଶୁଡ଼ିବା ଘଟଣାର ୩ଜଣିଆ କମିଟି ତଦନ୍ତ କରିବ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଇଞ୍ଜିନିୟର ଇନ୍‌‌ ଚିଫ୍‌‌ ଲକ୍ଷ୍ମୀକାନ୍ତ ପାଢ଼ୀ କମିଟି ମୁଖ୍ୟ ଥିବାବେଳେ ୧୫ ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦିଆଯିବ। ଏହାପରେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆଇନ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପ୍ରକାଶ କରିଛନ୍ତି।

Show More

Related Articles

Back to top button