Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

5ଟି ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ଵର- ୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ। ଦଳ ଆଜି ୬ ଜଣିଆ ତାଲିକା ଘୋଷଣା କରିଛି। ବାଲେଶ୍ଵର ଜିଲ୍ଲା ନୀଳଗିରି ପାଇଁ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ଟିକେଟ୍ ଦେଇଛି। ଜଳେଶ୍ଵରରେ ସୁଦର୍ଶନ ଦାସ, ବରୀରେ ଦେବାଶି​‌ଷ ନାୟକ କଂଗ୍ରେସ ପ୍ରାର୍ଥୀ ହୋଇଥିବାବେଳେ ଆଠମଲ୍ଲିକରେ ହିମାଂଶୁ ଚାଉଳିଆଙ୍କୁ କଂଗ୍ରେସ ଟିକେଟ୍ ଦେଇଛି। ସେହିପରି ଆଠଗଡରେ ସୁଦର୍ଶନ ସାହୁ ନୂଆ ପ୍ରାର୍ଥୀ ହୋଇଛନ୍ତି। ପୁରୀରେ ଉମାବଲ୍ଳଭ ରଥଙ୍କୁ କଂଗ୍ରେସ ପ୍ରାର୍ଥୀ କରିଛି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button