Breaking PLUSଓଡ଼ିଶାଦେଶମୁଖ୍ୟ ଖବରସ୍ୱତନ୍ତ୍ର
ଆସନ୍ତା କାଲିଠୁ ଆରମ୍ଭ କଂଗ୍ରେସର ପଦଯାତ୍ରା

ଭୁବନେଶ୍ୱର : ଦେଶ ସ୍ୱାଧୀନତାର ୭୫ବର୍ଷ ପୂରୁଥିବାରୁ କାଲିଠାରୁ କଂଗ୍ରେସ ପ୍ରତି ଜିଲ୍ଲାରେ ୭୫ କିଲୋମିଟର ପଦଯାତ୍ରା କରିବ। ଏହି ପଦଯାତ୍ରା ମାଧ୍ୟମରେ ଲୋକଙ୍କୁ ସଚେତନ କରିବ ବୋଲି ସୂଚନା ମିଳିଛି। ଭୁବନେଶ୍ୱର ପଟିଆରୁ ପିସିସି ସଭାପତି ଶରତ ପଟ୍ଟନାୟକ ଏହି ପଦଯାତ୍ରାର ଶୁଭାରମ୍ଭ କରିବେ। ତେବେ ପଦଯାତ୍ରାରେ ସ୍ଥାନୀୟ ବିଧାୟକ, ବରିଷ୍ଠ ନେତା, ଏମ୍ପି ପ୍ରାର୍ଥୀ, ବ୍ଲକ ଅଧ୍ୟକ୍ଷଙ୍କ ସମେତ ବରିଷ୍ଠ ନେତା ଯୋଗଦାନ କରିବେ ।