Breaking PLUSଓଡ଼ିଶାମୁଖ୍ୟ ଖବରରାଜନୀତି

ଟିକେଟ ଫେରାଇଲେ କଂଗ୍ରେସ ସାଂସଦ ପ୍ରାର୍ଥୀ

ଭୁବନେଶ୍ୱର- ଟିକେଟ୍‌ ଫେରାଇଲେ କଂଗ୍ରେସ ପୁରୀ ଏମ୍‌ପି ପ୍ରାର୍ଥୀ ସୁଚରିତା ମହାନ୍ତି। ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍‌ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଂ କରିବା ସହଜ ନୁହେଁ ସୁଚରିତା କହିଛନ୍ତି।

Show More

Related Articles

Leave a Reply

Your email address will not be published. Required fields are marked *

Back to top button