Breaking PLUSଓଡ଼ିଶାମୁଖ୍ୟ ଖବର

ଓଡ଼ିଶା ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ପାଇଁ କଂଗ୍ରେସର ପ୍ରସ୍ତାବ

ଭୁବନେଶ୍ବର: ବରିଷ୍ଠ କଂଗ୍ରେସ ନେତା ତଥା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପହଲଗାମ୍ ଆତଙ୍କୀ ଆକ୍ରମଣ ଘଟଣା ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିବା ପରେ ଓଡ଼ିଶା  କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡାକିବା ଲାଗି ବାଚସ୍ପତି ସୁରମା ପାଢ଼ୀଙ୍କ ନିକଟକୁ ଚିଠି ଲେଖିଛନ୍ତି। ପହଲଗାମ୍ ଆତଙ୍କୀ ଆକ୍ରମଣ ନେଇ ଆଲୋଚନା ଲାଗି କରିବାକୁ ସେ ପ୍ରସ୍ତାବ ଦେଇଛନ୍ତି।

Show More

Related Articles

Back to top button