Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ୩ ଜୀବନ ନେଲା କରୋନା

ଆଜି ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା ଭାଇରସ୍ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୫୦କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି । ମୃତକ ୩ ଜଣଙ୍କ ମଧ୍ୟରେ ଖୋର୍ଦ୍ଧା, ନୟାଗଡ଼ ଏବଂ ମୟୂରଭଞ୍ଜରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି । ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୨,୯୯୩ରେ ପହଞ୍ଚିଥିବା ବେଳେ ୧୦,୩୦,୮୮୯ଜଣ ସୁସ୍ଥ ହୋଇଛନ୍ତି । ୩୬୫୧ ଜଣ ଚିକିିତ୍ସିତ ହେଉଛନ୍ତି । ମୃତ୍ୟୁସଂଖ୍ୟା ୮,୩୫୦କୁ ବୃଦ୍ଧି ପାଇଛି ।

Show More

Related Articles

Back to top button