Breaking PLUSଓଡ଼ିଶାମୁଖ୍ୟ ଖବର

ଆଉ ୯ ଜଣଙ୍କ ମୁଣ୍ଡ ନେଲା ମହାମାରୀ କୋରୋନା

ରାଜ୍ୟରେ ଆଜି ଆଉ ୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି ପାଇଛି।

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୯ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି ପାଇଛି। ଏହି ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଖୋର୍ଦ୍ଧା, କଟକ, ଗଜପତି, ବାଲେଶ୍ୱର ଓ ବଲାଙ୍ଗୀରରୁ ଜଣେ ଲେଖାଏଁ ରହିଛନ୍ତି। ଏହାସହିତ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।

Show More

Related Articles

Back to top button