Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ୭ ଜଣଙ୍କ ମୁଣ୍ଡ ନେଲା କୋରୋନା

ରାଜ୍ୟରେ ଆଜି ଆଉ ୭ ଜଣଙ୍କ ମୁଣ୍ଡ ନେଲା ମହାମାରୀ କୋରୋନା। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି।

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୭ ଜଣଙ୍କ ମୁଣ୍ଡ ନେଲା ମହାମାରୀ କୋରୋନା। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୮କୁ ବୃଦ୍ଧି ପାଇଛି। ମୃତକମାନଙ୍କ ଭିତରୁ ସମ୍ବଲପୁରରୁ ସର୍ବାଧିକ ୩, ବରଗଡ଼ରୁ ୨, ଭଦ୍ରକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଅଛନ୍ତି। ଏହି ସମସ୍ତ ରୋଗୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାବେଳେ ୭ ଜଣ କୋଭିଡ ପଜିଟିଭ ରୋଗୀଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Show More

Related Articles

Back to top button