Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କୋରୋନା

ରାଜ୍ୟରେ ଶୁକ୍ରବାର ଆଉ ୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ହୋଇଛି।

ଭୁବନେଶ୍ୱର: ରାଜ୍ୟରେ ଶୁକ୍ରବାର ଆଉ ୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ହୋଇଛି। ଆଜି ୮ ଜଣ ପ୍ରାଣ ହରାଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧା ଜିଲାରୁ ୨ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ରାୟଗଡ଼ା, ବରଗଡରୁ, ବଲାଙ୍ଗୀର ଓ ଭଦ୍ରକ ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Show More

Related Articles

Back to top button