Breaking PLUS

୮ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା

ଆଜି ରାଜ୍ୟରେ ଆଉ ୮ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା। ଏମାନଙ୍କୁ ମିଶାଇ ରାଜ୍ୟରେ ମୃତକଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।

Show More

Related Articles

Back to top button