Breaking PLUSଦେଶ ବିଦେଶମୁଖ୍ୟ ଖବର

ଦିଲ୍ଲୀରେ ଗୋଟିଏ ଦିନରେ ରେକର୍ଡ 131 ଜଣଙ୍କର କରୋନାରେ ମୃତ୍ୟୁ

ଦିଲ୍ଲୀରେ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି ମହାମାରୀ କରୋନା ସ୍ଥିତି । ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଦ୍ୱାରା ଗୋଟିଏ ଦିନରେ ସର୍ବାଧିକ ମୃତ୍ୟୁ ରେକର୍ଡ କରାଯାଇଛି | ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଗତ 24 ଘଣ୍ଟା ମଧ୍ୟରେ ଦିଲ୍ଲୀରେ କରୋନା ଯୋଗୁଁ 131 ଜଣଙ୍କର ମୃତ୍ୟୁ ହୋଇଛି

ଦିଲ୍ଲୀରେ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି ମହାମାରୀ କରୋନା ସ୍ଥିତି । ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଦ୍ୱାରା ଗୋଟିଏ ଦିନରେ ସର୍ବାଧିକ ମୃତ୍ୟୁ ରେକର୍ଡ କରାଯାଇଛି ଦିଲ୍ଲୀ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀଗତ 24 ଘଣ୍ଟା ମଧ୍ୟରେ ଦିଲ୍ଲୀରେ କରୋନା ଯୋଗୁଁ 131 ଜଣଙ୍କର ମୃତ୍ୟୁ ହୋଇଛି । ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଦିଲ୍ଲୀରେ ମୋଟ ମୃତ୍ୟୁ ସଂଖ୍ୟା 7,943 କୁ ବୃଦ୍ଧି ପାଇଛି । ଏହାପୂର୍ବରୁ ଗତ ନଭେମ୍ବର 12 ରେ ମଧ୍ୟ ଗୋଟିଏ ଦିନରେ ସର୍ବାଧିକ 104 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା ।

Show More

Related Articles

Back to top button