Breaking PLUSଦେଶ ବିଦେଶମୁଖ୍ୟ ଖବର

ମହାରାଷ୍ଟ୍ରରେ ରେକର୍ଡ ଭାଙ୍ଗୁଛି କରୋନା, ଗତ ୨୪ ଘଣ୍ଟାରେ ୪୯,୪୪୭ ନୂଆ କରୋନା ରୋଗୀ ଚିହ୍ନଟ

ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୯,୪୪୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୭୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।

ମହାରାଷ୍ଟ୍ରରେ ଗତ ୨୪ ଘଂଟାରେ ୪୯,୪୪୭ ନୂଆ କରୋନାର ମାମଲା ସାମନାକୁ ଆସିଛି । ଏହି ସମୟ ମଧ୍ୟରେ ୨୭୭ ଜଣଙ୍କର ମୃତ୍ୟୁ ଘଟିଛି । ପ୍ରଦେଶ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆ ଯାଇଛି ।

ଏହା ସହିତ ରାଜ୍ୟରେ ମୋଟ ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ୪,୦୧,୧୭୨ ହୋଇଛି । ବର୍ତମାନ ସୁଦ୍ଧା ରାଜ୍ୟରେ କରୋନା କାରଣରୁ ୫୫,୬୫୬ ଜଣ ମୃତ୍ୟୁବରଣ କରିଛନ୍ତି ।

Show More

Related Articles

Back to top button