Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 5 ଜଣଙ୍କ ମୁଣ୍ଡ ଗଡାଇଲା ମହାମାରୀ କରୋନା

ରାଜ୍ୟରେ ଧିରେ ଧିରେ କମୁଛି କରୋନା ମୃତ୍ୟୁ ସଂଖ୍ୟା । ଗତ 24 ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ଜଣଙ୍କର ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଧିରେ ଧିରେ କମୁଛି କରୋନା ମୃତ୍ୟୁ ସଂଖ୍ୟା । ଗତ 24 ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୫ ଜଣଙ୍କର ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ପୁରୀରୁ 2 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧା ରୁ 2 ଜଣ ଓ  ସମ୍ବଲୁପୁରରୁ  ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି  । ଆଜିର ଏହି ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1842 କୁ ବୃଦ୍ଧି ପାଇଥିବା ଜଣାପଡିଛି  ।

Show More

Related Articles

Back to top button