Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଜି ଆଉ 6 ଜଣଙ୍କ ମୁଣ୍ଡ ନେଲା କରୋନା

ରାଜ୍ୟରେ ଧିରେ ଧିରେ କମୁଛି କରୋନା ମୃତ୍ୟୁ ସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 6 ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ରାଜ୍ୟରେ ଧିରେ ଧିରେ କମୁଛି କରୋନା ମୃତ୍ୟୁ ସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ 6 ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଆଜି ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋଦ୍ଧାରୁ 2 ଆକ୍ରାନ୍ତଙ୍କ ମୃତ୍ୟୁ   । କଳାହାଣ୍ଡି, ବାଲେଶ୍ୱର, ନୂଆପଡା, ବଲାଙ୍ଗୀରରୁ  ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି  । ଆଜିର ଏହି ମୃତ୍ୟୁ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା 1824 କୁ ବୃଦ୍ଧି ପାଇଥିବା ଜଣାପଡିଛି  ।

Show More

Related Articles

Back to top button