Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କମୁଛି କରୋନା, ଗତ 24 ଘଣ୍ଟା ମଧ୍ୟରେ 393 ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ

ରାଜ୍ୟରେ ପ୍ରତ୍ୟେକ ଦିନ କମୁଛି କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 393 ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ପ୍ରତ୍ୟେକ ଦିନ କମୁଛି କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 393 ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ 229 ଜଣ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ 164 ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା 3,21,196 ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

Tags
Show More

Related Articles

Back to top button
Close