Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ କମୁଛି କରୋନାର ପ୍ରଭାବ, ଗତ 24 ଘଣ୍ଟା ମଧ୍ୟରେ 594 ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ଓଡିଶାରେ କରୋନା ପ୍ରଭାବ କମୁଛି ।  ଦୈନିକ 1000 ତଳକୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି  ।  ଆଜି ରାଜ୍ୟର 30 ଟି ଜିଲ୍ଲା ଓ ଷ୍ଟେଟ୍ ଫୁଲ୍‌ରୁ ଆଉ 594 ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି  । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  । 

ରାଜ୍ୟରୁ ଗତ 24 ଘଣ୍ଟାରେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ 343  ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରର ଏବଂ ଅନ୍ୟ 251 ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ରାଜ୍ୟରେ ଏ ପର୍ଯ୍ୟନ୍ତ  5777570 କରୋନା ନମୁନା ପରୀକ୍ଷଣ କରାଯାଇଛି । ଏଯାଏଁ ରାଜ୍ୟରେ କରୋନା ଆକ୍ରାନ୍ତ ଚିହ୍ନଟ  ସଂଖ୍ୟା 3 ଲକ୍ଷ 17 ହଜାର 239 ଜଣରେ ପହଞ୍ଚିଛି  ।  3 ଲକ୍ଷ 8 ହଜାର 839 ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି  । 6 ହଜାର 629  ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି  ।

Show More

Related Articles

Back to top button