ଓଡ଼ିଶା

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୯୦ କରୋନା ଆକ୍ରାନ୍ତ

ରାଜ୍ୟରେ ସୁସ୍ଥ ହେଲେ ଆଉ ୫୯୦ କରୋନା ଆକ୍ରାନ୍ତ । ଏହାକୁ ମିଶାଇ ଓଡିଶାରେ ଏ ଯାଏଁ ମୋଟ ୧୦ ଲକ୍ଷ ୧୫ ହଜାର ୬୦୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୭୧ ଜଣ ରହିଛନ୍ତି ।

 

Show More

Related Articles

Back to top button