Breaking PLUSଓଡ଼ିଶାମୁଖ୍ୟ ଖବର

ଆଜି ରାଜ୍ୟରେ ୩୮୯୬ କରୋନା ରୋଗୀ ସୁସ୍ଥ

ଆଜି ରାଜ୍ୟରେ ୩୮୯୬ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ କୋରୋନା ସଂକ୍ରମିତଙ୍କ ସଖ୍ୟା ୧୮୧୪୮୧ରେ ପହଞ୍ଚିଛି ।

ଭୁବନେଶ୍ୱର: ଆଜି ରାଜ୍ୟରେ ୩୮୯୬ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ କୋରୋନା ସଂକ୍ରମିତଙ୍କ ସଖ୍ୟା ୧୮୧୪୮୧ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ, କଟକରୁ ଆଜି ୪୪୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୨୬ ଜଣ, ଅନୁଗୁଳ ଜିଲ୍ଲାରୁ ୨୧୭ ଜଣ, ପୁରୀ ଜିଲ୍ଲାରୁ ୧୮୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୭୧ ଜଣ, ମୟୂରଭଂଜ ଜିଲ୍ଲାରୁ ୧୬୨ ଜଣ, ଯାଜପୁର ଜିଲ୍ଲାରୁ ୧୫୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫୧ ଜଣ, କୋରାପୁଟ ଜିଲ୍ଲାରୁ ୧୨୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୯ ଜଣ, ନୟାଗଡ଼ ଜିଲ୍ଲାରୁ ୧୧୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧୦ ଜଣ ଓ କଳାହାଣ୍ଡି ଜିଲ୍ଲାରୁ ୧୦୪ ଜଣ, ସେହିପରି ବରଗଡ଼ ଜିଲ୍ଲାରୁ ୯୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ୭୬ ଜଣ, ଭଦ୍ରକ ଜିଲ୍ଲାରୁ ୭୪ ଜଣ, ମାଲକାନଗିରି ଜିଲ୍ଲାରୁ ୭୨ ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୭୦ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୮ ଜଣ, କେନ୍ଦୁଝର ଜିଲ୍ଲାରୁ ୫୫ ଜଣ, ନୂଆପଡ଼ା ଜିଲ୍ଲାରୁ ୪୯ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୫ ଜଣ, ଗଂଜାମ, କନ୍ଧମାଳ, ଜିଲ୍ଲାରୁ ୪୦ ଜଣ ଲେଖାଏଁ, ରାୟଗଡ଼ା ଜିଲ୍ଲାରୁ ୨୫ ଜଣ, ବୌଦ୍ଧ ଜିଲ୍ଲାରୁ ୨୦ ଜଣ, ଗଜପତି ଜିଲ୍ଲାରୁ ୧୫ ଜଣ, ଦେବଗଡ଼ ଜିଲ୍ଲାରୁ ୧୨ ଜଣ ଓ ଷ୍ଟେଟ ପୁଲରୁ ୯୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ପ୍ରଦାନ କରାଯାଇଛି।

Show More

Related Articles

Back to top button