Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ୱରରେ ୫୪୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

ଆଜି ରାଜଧାନୀ ଭୁବନେଶ୍ୱରରୁ ୫୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଚିହ୍ନଟଙ୍କ ମଧ୍ୟରୁ ୨୨୦ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବା ବେଳେ ବାକି ୩୨୧ ଜଣ ସ୍ଥାନୀୟ ସଂକ୍ରମଣ ଅଛନ୍ତି ।

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୫୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଚିହ୍ନଟଙ୍କ ମଧ୍ୟରୁ ୨୨୦ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଥିବା ବେଳେ ବାକି ୩୨୧ ଜଣ ସ୍ଥାନୀୟ ସଂକ୍ରମଣ ଅଛନ୍ତି । ସେଭଳି  ମୋଟ ୩୦୦ ଜଣ ଆକ୍ରାନ୍ତ ଆଜି ସୁସ୍ଥ ହୋଇଛନ୍ତି। ସୂଚନା ଅନୁଯାୟୀ ରାଜଧାନୀରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୧୧,୨୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬,୯୩୫ ଜଣ ସୁସ୍ଥ ଅଛନ୍ତି । କୋରୋନାରେ ୪୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪୨୮୨ଟି କେସ ସକ୍ରିୟ ରହିଛି ।

Show More

Related Articles

Back to top button