Breaking PLUSଓଡ଼ିଶାମୁଖ୍ୟ ଖବର

ଭୁବନେଶ୍ୱରରୁ ପୁଣି ୧୯୦ କୋରୋନା ଆକ୍ରାନ୍ତ ଚିହ୍ନଟ

ରାଜଧାନୀ ଭୁବନେଶ୍ୱରରୁ ଆଜି ପୁଣି ୧୯୦ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ପୁଣି ୧୯୦ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୧୯୦ ପଜିଟିଭଙ୍କ ମଧ୍ୟରୁ ୧୩୮ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୫୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରେ ୧୦୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱଟ କରି ସୂଚନା ଦିଆଯାଇଛି।

Show More

Related Articles

Back to top button