ଆଜି ଆଉ ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ; ୩୦ ହଜାର ମୁହାଁ ରାଜ୍ୟ
ମୋଟ୍ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮,୧୦୭କୁ ବୃଦ୍ଧି
ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୧୨୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮,୧୦୭କୁ ବୃଦ୍ଧି ପାଇଛି । ଆଜି ୨୮ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬୨ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୭୫୩ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।
Covid-19 Report For 27th July
New Positive Cases: 1215
In Quarantine: 753
Local Contacts: 462(Details of local contacts will be shared by concerned District Administration)
District Wise Cases
1. Angul: 11
2. Balasore: 29
3. Bargarh: 10
4. Bhadrak: 2
5. Balangir: 21— I & PR Department, Odisha (@IPR_Odisha) July 28, 2020
6. Boudh: 2
7. Cuttack: 60
8. Deogarh: 1
9. Dhenkanal: 1
10. Gajapati: 89
11. Ganjam: 332
12. Jagatsinghpur: 47
13. Jajpur: 20
14. Jharsuguda: 2
15. Kalahandi: 8
16. Kandhamal: 14
17. Kendrapada: 14
18. Keonjhar: 77
19. Khurda: 312
20. Koraput: 73
21. Malkangiri: 14— I & PR Department, Odisha (@IPR_Odisha) July 28, 2020
22. Mayurbhanj: 22
23. Nayagarh: 7
24. Nuapada: 8
25. Puri: 11
26. Rayagada: 24
27. Sonepur: 2
28. Sundargarh: 2New Recoveries: 581
Cumulative Tested: 476560
Positive: 28107
Recovered: 17373
Active Cases: 10545— I & PR Department, Odisha (@IPR_Odisha) July 28, 2020
ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୩୨ଜଣ, ଅନୁଗୁଳରୁ ୧୧ ବାଲେଶ୍ୱର ଜିଲ୍ଲାରୁ ୨୯, ବରଗଡ଼ ଜିଲ୍ଲାରୁ ୧୦, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀର ଜିଲ୍ଲାରୁ ୨୧, ବୌଦ୍ଧ ଜିଲ୍ଲାରୁ ୨, କଟକ ଜିଲ୍ଲାରୁ ୬୦, ଦେବଗଡ଼ ଜିଲ୍ଲାରୁ ୧, ଢେଙ୍କାନାଳ ଜିଲ୍ଲାରୁ ୧, ଗଜପତି ଜିଲ୍ଲାରୁ ୮୯, ଜଗତସିଂହପୁର ଜିଲ୍ଲାରୁ ୪୭, ଯାଜପୁର ଜିଲ୍ଲାରୁ ୨୦, ଝାରସୁଗୁଡ଼ା ଜିଲ୍ଲାରୁ ୨, କଳାହାଣ୍ଡି ଜିଲ୍ଲାରୁ ୮, କନ୍ଧମାଳ ଜିଲ୍ଲାରୁ ୧୪, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪, କେନ୍ଦୁଝର ଜିଲ୍ଲାରୁ ୭୭, ଖୋର୍ଦ୍ଧା ଜିଲ୍ଲାରୁ ୩୧୨, କୋରାପୁଟ ଜିଲ୍ଲାରୁ ୭୩, ମାଲକାନଗିରି ଜିଲ୍ଲାରୁ ୧୪, ମୟୂରଭଞ୍ଜ ଜିଲ୍ଲାରୁ ୨୨, ନୟାଗଡ଼ ଜିଲ୍ଲାରୁ ୭, ନୂଆପଡ଼ା ଜିଲ୍ଲାରୁ ୮, ପୁରୀ ଜିଲ୍ଲାରୁ ୧୧, ରାୟଗଡ଼ା ଜିଲ୍ଲାରୁ ୨୪, ସୁବର୍ଣ୍ଣପୁର ଜିଲ୍ଲାରୁ ୨ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ମୋଟ୍ ୧୭,୩୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦,୫୪୫ ରହିଛି।