Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ କମୁଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ୬୭, ୭୦୮ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ

ଦେଶରେ କମୁଛି କରୋନା ସଂକ୍ରମଣ । କିଛି ଦିନ ହେବ ନୂଆ କରୋନା ପଜିଟିଭିଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। ଏହା ସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୭, ୭୦୮ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବା ବେଳେ ୬୮୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି

ଦେଶରେ କମୁଛି କରୋନା ସଂକ୍ରମଣ । କିଛି ଦିନ ହେବ ନୂଆ କରୋନା ପଜିଟିଭିଙ୍କ ସଂଖ୍ୟା ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। ଏହା ସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୭, ୭୦୮ ଜଣ ନୂଆ କରୋନା ଆକ୍ରାନ୍ତ ରୋଗୀ ଚିହ୍ନଟ ହୋଇଥିବା ବେଳେ ୬୮୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୧ ହଜାର ୨୬୬ରେ ପହଞ୍ଚିଛି। । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩ ଲକ୍ଷ ୭ହଜାର ୯୮କୁ ବୃଦ୍ଧି ପାଇଛି । ୮,୧୨,୩୯୦ ଜଣ ରୋଗୀ ବର୍ତ୍ତମାନ ଚିକିତ୍ସାଧୀନ ରହିଥିବା ବେଳେ ୬୩,୮୩,୪୪୧ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Show More

Related Articles

Back to top button