Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ବଢୁଛି କରୋନା ସଂକ୍ରମଣ,ଗତ 24 ଘଣ୍ଟା ମଧ୍ୟରେ ୪୫ହଜାର ୮୮୨ ଜଣ କରୋନା ରୋଗୀ ଚିହ୍ନଟ

ଦେଶରେ ପୁଣି ଥରେ ବଢୁଛି କରୋନା ସଂକ୍ରମଣ ରୋଗୀଙ୍କ ସଂଖ୍ୟା । ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଆଜି ୯୦ ଲକ୍ଷ ଟପିଛି। ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୨ ହଜାର ୧୬୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫ହଜାର ୮୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୪ ଜଣଙ୍କ ମୃତ୍ୟୁ ହୋଇଛି

ଦେଶରେ ପୁଣି ଥରେ ବଢୁଛି କରୋନା ସଂକ୍ରମଣ ରୋଗୀଙ୍କ ସଂଖ୍ୟା । ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଆଜି ୯୦ ଲକ୍ଷ ଟପିଛି। ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୨ ହଜାର ୧୬୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୫ହଜାର ୮୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୪ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ ୪ ହଜାର ୩୬୬ କୁ ବୃଦ୍ଧି ପାଇଛି । ଅନ୍ୟପଟେ ଦେଶରେ ୪ ଲକ୍ଷ ୪୩ ହଜାର ୭୯୪ ଜଣ ଚିକିତ୍ସିତ ହେଉଥିବା ବେଳେ ୮୪ ଲକ୍ଷ ୨୮ ହଜାର ୪୦୯ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Back to top button