Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍, ଆଜି 377 ଜଣ କରୋନା ପଜେଟିଭ ରୋଗୀ ଚିହ୍ନଟ

ରାଜ୍ୟରେ ପ୍ରତ୍ୟେକ ଦିନ କମୁଛି କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 377 ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ପ୍ରତ୍ୟେକ ଦିନ କମୁଛି କରୋନା ଆକ୍ରାନ୍ତ ରୋଗୀଙ୍କ ସଂଖ୍ୟା । ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟରେ 377 ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ 215 ଜଣ କ୍ବାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ 162 ଜଣ ସ୍ଥାନୀୟ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି । ଆଜିର ସଂକ୍ରମିତଙ୍କ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା 3,20,394 ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

Show More

Related Articles

Back to top button