Breaking PLUSଦେଶ ବିଦେଶମୁଖ୍ୟ ଖବର
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨ ହଜାର ୪୦୮ ନୂଆ କରୋନା ପଜିଟିଭ ରୋଗୀ ଚିହ୍ନଟ
ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୪୦୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୮ ଲକ୍ଷ ୨ ହଜାର ୫୯୧ ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦେଶରେ ୧୨ ହଜାର ୪୦୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଗତ ୧୨୦ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୧କୋଟି ୮ ଲକ୍ଷ ୨ ହଜାର ୫୯୧ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୮୨୩ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୯୬ ହଜାର ୩୦୮ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାର ଆକ୍ଟିଭ୍ କେସ୍ ୨ ଲକ୍ଷ ତଳକୁ ଖସିଛି। ଦେଶରେ କରୋନାରୁ ୧ ଲକ୍ଷ ୫୧ ହଜାର ୪୬୦ ଆକ୍ଟିଭ୍ କେସ୍ ରହିଛି।