Breaking PLUSଦେଶ ବିଦେଶମୁଖ୍ୟ ଖବର

ଦେଶରେ ଥମୁଛି କରୋନା, ଗତ 24 ଘଣ୍ଟା ମଧ୍ୟରେ ଦେଶରେ 18,732 ଜଣ କରୋନା ରୋଗୀ ଚିହ୍ନଟ

ଦେଶରେ କରୋନା ସଂକ୍ରମଣ ଗ୍ରାଫ ତଳୁକୁ ଖସିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧୮,୭୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨୭୯ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୦୧,୮୭,୮୫୦ରେ ପହଞ୍ଚିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୪୭,୬୨୨କୁ ବୃଦ୍ଧି ପାଇଛି

ଦେଶରେ କରୋନା ସଂକ୍ରମଣ ଗ୍ରାଫ ତଳୁକୁ ଖସିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧୮,୭୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ ୨୭୯ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୦୧,୮୭,୮୫୦ରେ ପହଞ୍ଚିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧,୪୭,୬୨୨କୁ ବୃଦ୍ଧି ପାଇଛି। ଅନ୍ୟପଟେ ଦିନକରେ ୨୧,୪୩୦ ଆକ୍ରାନ୍ତ ସୁସ୍ଥ ହେଇ ଘରକୁ ଫେରିଛନ୍ତି। ଏଥିସହିତ ଦେଶରେ ବର୍ତ୍ତମାନ ୯୭,୬୧,୫୩୮ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଥିବା ବେଳେ ୨,୭୮,୬୯୦ ଜଣ ସକ୍ରିୟ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି।

Tags
Show More

Related Articles

Leave a Reply

Your email address will not be published. Required fields are marked *

Back to top button
Close