
ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୫୪, ୨୨୬ ସ୍ୱାବ ଟେଷ୍ଟ ମଧ୍ୟରୁ ୧୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୯ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୦୯ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୭ ରହିଛି ।
ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୩ ହଜାର ୨୦ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୫୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତା ସଖ୍ୟାକୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୨ ହଜାର ୭୦୧ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୪୫ ଜଣଙ୍କର କରୋନାରେ ମୃତ୍ୟୁ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧, ୮୨୧ ରହିଛି ।
7. Gajapati: 2
8. Ganjam: 1
9. Jagatsinghpur: 3
10. Jajpur: 2
11. Jharsuguda: 2
12. Kendrapada: 1
13. Khurda: 94
14. Mayurbhanj: 5
15. Nayagarh: 2
16. Puri: 2
17. Rayagada: 3
18. Sambalpur: 8
19. Sundargarh: 7
20. State Pool: 23— I & PR Department, Odisha (@IPR_Odisha) December 20, 2021