Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ୨ ମୁଣ୍ଡ ନେଲା କରୋନା

ଗତ ୨୪ ଘଣ୍ଟାରେ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୩୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣଙ୍କ ମୁଣ୍ଡ ନେଇଛି କରୋନା । ଖୋର୍ଦ୍ଧାରୁ ୮୭ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱରରୁ ୫୮ ବର୍ଷୀୟ ପୁରୁଷଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।

Show More

Related Articles

Back to top button