Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ୪ମୁଣ୍ଡ ନେଲା ମହାମାରୀ

ଆଜି ରାଜ୍ୟରେ ଆଉ ୪ ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୩୪୭ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, କଟକ, ଅନୁଗୋଳ ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Show More

Related Articles

Back to top button