Breaking PLUSଓଡ଼ିଶାମୁଖ୍ୟ ଖବର

ରାଜ୍ୟରେ ଆଉ ୨ ମୁଣ୍ଡ ନେଲା କରୋନା ମହାମାରୀ

ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ କମିଲେ ଦିନେ ବଢ଼ୁଛି । ଆଜି ରାଜ୍ୟରେ ୧୮୯ଜଣ କରୋନା ପଜିଟିଭ ଚିହ୍ନଟ ହେବା ସହ ୨ ଜଣଙ୍କ ଜୀବନ ନେଇଛି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି ।

ଆଜି ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କଟକରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୫୦,୨୪୯ରେ ପହଞ୍ଚିଥିବା ବେଳେ ୧୦,୩୯,୪୬୧ଜଣ ସୁସ୍ଥ ହୋଇଛନ୍ତି । ଏବଂ ୨୩୧୩ ଜଣ ଚିକିିତ୍ସିତ ହେଉଛନ୍ତି।

Show More

Related Articles

Back to top button